କେନ୍ୟୁଜ୍(ବ୍ୟୁରୋ): କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି ବିଜୟ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି ବ୍ୟବସ୍ଥାରେ ପରିବର୍ତ୍ତନ ଦରକାର। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚିପାରୁନି। ଏବେ ସାଧାରଣ ଲୋକ କାହା ପାଖକୁ ଯିବେ ଜାଣିପାରୁନାହାନ୍ତି।
୧୯୭୬ ବ୍ୟାଚ୍ର ଆଇଏଏସ ଅଫିସର ବିଜୟ ପଟ୍ଟନାୟକ। ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରି ୨୦୧୩ରେ ଅବସର ନେଇଥିଲେ। ପୂର୍ବରୁ ଜଙ୍ଗଲ ଓ ଜଳସମ୍ପଦ ବିଭାଗ ସଚିବ ଭାବେ କାର୍ଯ୍ୟ କରିଥିଲେ। ମୁ୍ଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିିବ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…