ରାଜ୍ୟ

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ, ଦୀର୍ଘଦିନ ଧରି ଡେଙ୍ଗୁରେ ଥିଲେ ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ): ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ । ତାଙ୍କର ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ତାଙ୍କ ଭାଇ ତଥା ପୂର୍ବତନ ଡିଜିପି ବିପିନ ବିହାରୀ ମିଶ୍ର । ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଆଜି ସକାଳ ୭ଟା ୨୨ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି। ସେ ଡେଙ୍ଗୁରେ ଆକ୍ରନ୍ତ ହୋଇ ଚିକିତ୍ସାଧିନ ଥିଲେ।

ସେ ୧୯୫୯ ବ୍ୟାଚ୍‌ର ଆଇପିଏସ୍ ଥିଲେ। ଅବସର ପରେ ସ୍ୱର୍ଗତ ଶରତ ମିଶ୍ର ବିଭିନ୍ନ ଗଣମାଧ୍ୟମରେ ଅପରାଧ, ଆଇନ୍, ସୁରକ୍ଷା ଆଦି ପ୍ରସଙ୍ଗରେ ନିଜର ସୁଚିନ୍ତିତ ମତ ରଖି ଆସୁଥିଲେ। ଏହାସହ ସାହିତ୍ୟ ଓ ଲେଖାଲେଖିକୁ ଆପଣାଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ସେ ପାଇଥିଲେ। ସେ ଦୀର୍ଘ ଦିନ ଧରି RAW ପାଇଁ କାମ କରିଥିଲେ ।

Barsha

Recent Posts

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

13 seconds ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

9 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

24 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

34 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

42 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

59 mins ago