ରାଜ୍ୟ

ଭିଜିଲାନ୍ସ ଜାଲରେ ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପୂର୍ବତନ ଡ୍ରାଇଭର । ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର ରମେଶ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଗଡ ସ୍ଥିତ କୋଠାଘର ଓ ଲଜ୍‌ରେ ଚଢାଉ ଜାରି ରହିଛି । ଏହି ଚଢାଉରେ ରାୟଗଡା,କୋରାପୁଟ, ନୂଆପଡା ଓ କଳାହାଣ୍ଡିର ଭିଜଲାନ୍ସ ଟିମ ସାମିଲ ହୋଇଛି ।

ଏକକାଳୀନ ୪ଟି ସ୍ଥାନରେ  ଭିଜିଲାନ୍ସ କରୁଛି ଖୋଳତାଡ । ବର୍ତ୍ତମାନ ସୁଦ୍ଧା ସୁନା ଗହଣା, ଜମି କାଗଜପତ୍ର, ବିମା କାଗଜ ପତ୍ର ଓ ଏଟିଏମ୍‌ କାର୍ଡ ଜବତ ହୋଇଛି ।

Sonalisa

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

30 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

33 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

51 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

54 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago