(କେନ୍ୟୁଜ): ପୂର୍ବତନ DSWOଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲ୍ଲା ସମାଜିକ କଲ୍ୟାଣ ଅଧିକାରୀ ଜୟନ୍ତୀ ବେହେରାଙ୍କ ଘରେ ଚାଲିଛି ଚଢାଉ। ଏକକାଳୀନ ୧୧ଟି ସ୍ଥାନରେ ଚାଲିଛି ରେଡ୍।
ବାସଭବନ ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରରେ ଚଢ଼ାଉ କରୁଛି ଭିଜିଲାନ୍ସ। ରେଡ୍ରେ ଜଣେ ଆଡିସନାଲ୍ ଏସ୍ପି, ୪ DSP ଓ ୮ ଜଣ ଇନିସପେକ୍ଟର ସାମିଲ ଅଛନ୍ତି। ବାଲେଶ୍ୱର ଫିରିଙ୍ଗପାଟଣାରେ ୩ ମହଲା ଘର, ସିଦ୍ଧେଶ୍ୱର କଲୋନୀରେ ଦୁଇ ମହଲା ବିଲ୍ଡିଂ, ଭୁବନେଶ୍ୱରର ଗୌତମ ନଗର ଓ ଓଲଡ ଟାଉନରେ ରହିଛି ଫ୍ଲାଟ୍। ଜୟନ୍ତୀ ବେହେରା ବର୍ତ୍ତମାନ ଭୁବନେଶ୍ୱର ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ ଅଛନ୍ତି।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…