ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ, କୋଦଳାରୁ ୪ ଥର ବିଧାୟକ ଭାବେ ହୋଇଥିଲେ ନିର୍ବାଚିତ

ଭୁବନେଶ୍ୱର(କେନ୍ଯୁଜ୍): ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ। ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ।

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରାମକୃଷ୍ଣ ପଟ୍ଟନାୟକ। କୋଦଳାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.