ରାଜ୍ୟ

ଛତିଶଗଡ଼ ରାୟଗଡ ଡବଲ ମର୍ଡର ଘଟଣା: ପୋଲିସ କବଜାରେ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋ

କେନ୍ୟୁଜ୍(ବ୍ୟୁରୋ):ଅନୁପ ସାଏଙ୍କ ଅପରାଧ ଗୁମର ଖୋଲିଲା ଛତିଶଗଡ଼ ପୋଲିସ । ଛତିଶଗଡ଼ ରାୟଗଡ ଡବଲ ମର୍ଡର ଘଟଣାରେ ପୋଲିସ ଆଗରେ ଦୋଷ ସ୍ୱୀକାର କରିବା ପରେ ଜେଲ ଗଲେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ । ଏବେ ପୋଲିସ କବଜାରେ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋ । ଗତ ରାତିରେ ପୋଲିସ ବର୍ଦ୍ଧନ ଟପ୍ପୋଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି । ରାଜପୁର ବଗରାଚକା ଗାଁ ଭଡାଘରୁ ଉଠାଇ ନେଇଥିବା ଜଣାପଡ଼ିଛି । ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଥିଲେ ବର୍ଦ୍ଧନ ଟପ୍ପୋ । ମା’ ଝିଅଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଡ୍ରାଇଭର । ଅନୁପ ସାଏଙ୍କୁ ଗିରଫ ପରେ ଡ୍ରାଇଭରଙ୍କୁ ଖୋଜୁଥିଲା ପୋଲିସ ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

10 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

24 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

37 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

38 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago