ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଛି। ମୃତ୍ଯୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

ଜଳେଶ୍ୱର (କେନ୍ୟୁଜ): ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଛି।  ମୃତ୍ଯୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ସେ କିଡନୀ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ୬.୫୩ ମିନିଟରେ ତାଙ୍କର ତ୍ଯାଗ ଦେହାନ୍ତ ହୋଇଛି ।

ଜଳେଶ୍ବରରୁ ୨ ଥର କଂଗ୍ରେସରୁ ବିଧାୟକ ଥିଲେ ଜୟନାରାୟଣ । ଜଳେଶ୍ବର ନିର୍ବାଚନ ମଣ୍ତଳୀରେ ୧୯୯୫ରୁ ୨୦୦୪ର ମସିହା ପର୍ଯ୍ୟନ୍ତ ଦୁଇ ଥର କଂଗ୍ରେସରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.