Categories: ରାଜ୍ୟ

ସଡ଼କ ଦୁର୍ଘଟଣାରେ ପୂର୍ବତନ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂଙ୍କ ସହ ୩ ଆହତ

ସୁନ୍ଦରଗଡ଼(କେନ୍ୟୁଜ୍) : ପୂର୍ବତନ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ ଆହତ । ସଡ଼କ ଦୁର୍ଘଟଣାରେ ଯୋଗେଶ ସିଂଙ୍କ ସମେତ ତିନି ଜଣ ଆହତ ହେଇଛନ୍ତି । ଦୁର୍ଘଟଣାରେ ଯୋଗେଶ ସିଂଙ୍କ ଗାଡ଼ିଟି ସଂପୂର୍ଣ୍ଣ ଜଳି ଯାଇଛି । ଯୋଗେଶ ସିଂ ସୁନ୍ଦରଗଡ଼ରୁ ଭୁବନେଶ୍ୱର ଆସୁଥିଲେ ।

ରାତି ପ୍ରାୟ ତିନିଟା ବେଳେ ଅନୁଗୁଳ ଫୁଲପଡ଼ାରେ ଦୁର୍ଘଟଣାଗସ୍ତ ହୋଇଥିଲା । ଗାଡ଼ିଟି ରାସ୍ତାରେ ଆସୁଥିବା ବେଳେ ଏକ ଟ୍ରକ୍‌ ତାଙ୍କ ଗାଡ଼ି ଆଡକୁ ମାଡ଼ି ଆସିଥିଲା । ଟ୍ରାଇଭର ବଞ୍ଚିବାକୁ ଚେଷ୍ଟା କରିବା ବେଳେ ଗାଡ଼ିଟି ଏକ ଗଛରେ ପିଟି ହୋଇଥିଲା । ସ୍ଥାନୀୟ ଲୋକେ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

KNews Bureau

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

7 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

18 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

26 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

42 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

51 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

59 mins ago