ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା, ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା

ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ବିଜେପିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା । କଟକ ଜିଲ୍ଲା ବିଜେପି ସଭାପତି ଥିଲେ ପ୍ରକାଶ ବେହେରା ।

କଟକ (କେନ୍ୟୁଜ): ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ବିଜେପିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା ।  କଟକ ଜିଲ୍ଲା ବିଜେପି ସଭାପତି ଥିଲେ ପ୍ରକାଶ ବେହେରା । ବିଜେପି ରାଜ୍ୟ ସଭାପତିଙ୍କୁ ନିକଟକୁ ସେ ଇସ୍ତଫାପତ୍ର ପଠାଇଛନ୍ତି ।  ସାଲେପୁର ଆସନରୁ ଥରେ ବିଧାୟକ ହୋଇଥିଲେ ପ୍ରକାଶ ବେହେରା । ସେ ୨୦୧୪ରୁ ୨୦୧୯ ଯାଏ ବିଧାୟକ ଥିଲେ । ବିଜେପି ଛାଡ଼ିବା ପରେ ଏବେ ସେ ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.