ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ବାମୀଙ୍କ ୯୧ ବର୍ଷ ବୟସରେ ପରଲୋକ

ଭୁବନେଶ୍ବର: ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି ସ୍ବାମୀଙ୍କ ପରଲୋକ । ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି । ଖରିଆର ରୋଡ ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି । ଏ.ଭି ସ୍ବାମୀ ୪ ଏପ୍ରିଲ ୨୦୧୨ ରୁ ୩ ଏପ୍ରିଲ ୨୦୧୮ ଯାଏ ରାଜ୍ୟସଭାରେ ସାଂସଦ ଭାବେ କାର୍ଯ୍ୟ ତୁଲାଥିଲେ । ତାଙ୍କ ବିୟୋଗରେ ସବୁ ମହଲରେ ଶୋକର ଛାୟା ଖେଳିଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.