ପୂର୍ବତନ ବରିଷ୍ଠ କଂଗ୍ରେସ ନେତା ଶେଖ ମତଲୁବ ଅଲ୍ଲିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ ମତଲୁବ ଅଲ୍ଲିଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମତଲୁବ ଅଲ୍ଲି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଗତ ୧୪ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମୃତ୍ୟୁ ସମ୍ପର୍କରେ ମତଲୁବ ଅଲ୍ଲିଙ୍କ ପୁଅ ସୂଚନା ଦେଇଛନ୍ତି। ମତଲଲୁବଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.