ରାଜ୍ୟ

ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ଭୁବନେଶ୍ବର (କେନ୍ୟୁଜ):  ଆଉ ନାହାନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତି ।  ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭୋର ୩ଟା ୨୫ ମିନିଟରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମହେଶ୍ବର ମହାନ୍ତିଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ପୁରୀରୁ ୫ ଥର ବିଧାୟକ ଥିଲେ । ୧୯୯୫ ମସିହାରୁ ୨୦୧୪ ଯାଏ ଲଗାତାର ବିଧାୟକ ଭାବରେ ଜିତିଥିଲେ । ଜନତା ଦଳ ଟିକେଟରେ ପ୍ରଥମେ ନିର୍ବାଚନ ଜିତିଥିଲେ । ଏହାପରେ ୨୦୦୦ ମସିହାରୁ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ । ୨୦୧୯ରେ ହାରିଥିଲେ ମହେଶ୍ବର ମହାନ୍ତି । ନବୀନଙ୍କ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ପଞ୍ଚାୟତିରାଜ, ପର୍ଯ୍ୟଟନ ଓ ସଂସ୍କୃତି, ଆଇନ, ରାଜସ୍ବ ଭଳି ମନ୍ତ୍ରୀ ଥିଲେ ମହେଶ୍ବର ମହାନ୍ତି । ସେ ଓଡ଼ିଶା ବିଧାନସଭାର ବାଚସ୍ପତି ଭାବରେ ଦାୟିତ୍ବ ତୁଲାଇଥିଲେ ।

Barsha

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

22 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

30 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

36 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

44 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

47 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

54 mins ago