ହାଇକୋର୍ଟ କର୍ମଚାରୀଙ୍କ ବାସଗୃହ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

କଟକ (କେନ୍ୟୁଜ): ହାଇକୋର୍ଟ ସେଣ୍ଟର ଫର ଜୁଡିସିଆଲ ଆରକାଇଭସ୍‌ର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ । ଏହାସହ ହାଇକୋର୍ଟ କର୍ମଚାରୀଙ୍କ ବାସଗୃହ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ । ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି ।

ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ବିନୀତ ସରନ୍‌ ଏବଂ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୁରଲିଧର ଅତିଥି ଭାବେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ସନସାଇନ ପଡିଆରେ ଓହ୍ଲାଇବା ପରେ କାର୍ଯ୍ୟକ୍ରମ ସ୍ଥଳକୁ ଆସିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.