Categories: ରାଜ୍ୟ

ବାରଙ୍ଗରେ କ୍ୟାନ୍‌ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବାରଙ୍ଗ(କେନ୍ୟୁଜ୍) : ବାରଙ୍ଗରେ କ୍ୟାନ୍‌ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଶିଳାନ୍ୟାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ରତନ ଟାଟା କ୍ୟାନ୍‌ସର ହସ୍ପିଟାଲର ଶିଳାନ୍ୟାସ କରିଛନ୍ତି । ଓଡ଼ିଶା ସରକାର ଓ ଟାଟା ଟ୍ରଷ୍ଟର ସହଭାଗିତାରେ ଏହି ହସ୍ପିଟାଲର ନିର୍ମାଣ କରାଯିବ । ୫୦୦ ଶଯ୍ୟା ବିଶିଷ୍ଟ ଏହି କ୍ୟାନ୍‌ସର ହସ୍ପିଟାଲ ପାଇଁ ଖର୍ଚ୍ଚ ହେବ ୫୦୦ କୋଟି । ପୂର୍ବ ଭାରତର ସବୁଠୁ ବଡ଼ କ୍ୟାନ୍‌ସର ନିଦାନ କେନ୍ଦ୍ର ହେବ । ହସ୍ପିଟାଲ ପାଇଁ ରାଜ୍ୟ ସରକାର ୧୫ ଏକର ଜାଗା ଯୋଗାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାନସରର ଚିକିତ୍ସା ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବନାହିଁ । ସେହିପରି ରତନ ଟାଟା କହିଛନ୍ତି, ଏହା ମୁଖ୍ୟମନ୍ତ୍ରୀଙ୍କ ଏକ ପ୍ରଗତିଶୀଳ ପଦକ୍ଷେପ । କାର‌୍ୟ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, କଟକ ସାଂସଦ ଭର୍ତ୍ତୃହରି ମହତାବ ଓ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

 

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago