ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କିଟ ଓ କିସର ପ୍ରତିଷ୍ଠାତା ତଥା ସାଂସଦ ଡ. ଅଚ୍ୟୁତ ସାମନ୍ତ

କିଟ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି l

ପୁରୀ : କିଟ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି l ପ୍ରତି ମାସର ଏକ ତାରିଖରେ ଡ. ସାମନ୍ତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଥାନ୍ତି l ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସିଂହଦ୍ୱାର ନିକଟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ l ପରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଥିଲେ l ଡ. ସାମନ୍ତ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି l

A.samanta

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.