ରାଜ୍ୟରେ ଆଉ ୪ କରୋନା ପଜିଟିଭ ଚିହ୍ନଟ, ସୂଚନା ଦେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

 ଭୁବନେଶ୍ୱର:  ରାଜ୍ୟରେ ଆଉ ୪ କରୋନା ପଜିଟିଭ ଚିହ୍ନଟ । ଏବାବଦରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି । ସୂଚନା ଅନୁଯାୟୀ ବର୍ତ୍ତମାନ ସମୟରେ ୫୩ ଜଣ ଚିକିତ୍ସା ଧୀନ ଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଚିହ୍ନଟ ହୋଇଥିବା ଚାରି ଆକ୍ରାନ୍ତ ଯାଜପୁର ଜିଲ୍ଲାର ହୋଇଥିବା ନେଇ ସୂଚନା ମିଳିଛି । ଏହାକୁ ମିଶାଇ ଯାଜପୁର ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.