ପିପିଲି ଉପନିର୍ବାଚନ ପାଇଁ ବିଜେଡିର ଏହି ୪ ବରିଷ୍ଠ ନେତାଙ୍କୁ ଦିଆଗଲା ଦାୟିତ୍ୱ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ବିଜେଡିର ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ । ଦେବୀ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି, ସଞ୍ଜୟ ଦାଶବର୍ମାଙ୍କୁ ଦାୟିତ୍ୱ। ପିପିଲିରେ ରହି ନିର୍ବାଚନ ପରିଚାଳନା କରିବାକୁ ଦାୟିତ୍ୱ ।

ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ପିପିଲି ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ଭାବେ ରୁଦ୍ର ପ୍ରତାପ ମହାରଥୀ ଗତକାଲି ନାମାଙ୍କନ ପତ୍ର ଦାଖଲ କରିଥିଲେ ।

Leave A Reply

Your email address will not be published.