ରାଜ୍ୟ

କେନ୍ଦ୍ରାପଡା : ଆଳିରେ ଶିଆଳ ଆତଙ୍କ, ୨ଦିନରେ ୩୦ ଜଣଙ୍କୁ କାମୁଡିଲାଣି

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳିରେ ଶିଆଳ ଆତଙ୍କ । ୨ଦିନରେ ୩୦ଜଣଙ୍କୁ କାମୁଡିଲାଣି ଶିଆଳ । ଲୋକେ ଘରୁ ବାହରିବାକୁ ଭୟ କରୁଛନ୍ତି । ଘରୁ ବାହାରିଲେ ଠେଙ୍ଗାବାଡି ଧରି ବାହାରୁଛନ୍ତି । ନିଆଳ,ଗୌଡପାଟଣା,ଶାସନ,ଶାଳିଅଞ୍ଚ, ଗୋପାଳଜୀଉ ପାଟଣା ସମେତ ଆଖଣ୍ଡଳମଣି ଯାତ୍ରା କରୁଥିବା ବୋଲବମ ଭକ୍ତଙ୍କ ସମେତ ୩୦ଜଣ ଶିଆଳ କାମୁଡାରେ ଆହତ ହୋଇଛନ୍ତି ।

ଶିଆଳ ଅତର୍କିତ ଭାବେ ଆସି ଆକ୍ରମଣ କରୁଥିବାରୁ ଗାଁ ଗାଁରେ ଆତଙ୍କ ଖେଳି ଯାଇଛି । ଶିଆଳ କାମୁଡ଼ାରେ ଆହତଙ୍କ ପାଇଁ ଆଳି ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରତିଷେଧକ ଟୀକା ଯୋଗାଣ କରାଯାଇଛି । ଏହାସହିତ ଶିଆଳଙ୍କ କବଳରୁ ସୁରକ୍ଷା ଦେବାକୁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା ।

Niharanjan

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

4 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago