Below header

ରାଜ୍ୟର ସବୁ ସରକାରୀ ବିଶ୍ବବିଦ୍ୟାଳୟରେ ମିଳିବ ମାଗଣା ୱାଇଫାଇ ସେବା

ଛାତ୍ରଛାତ୍ରୀଙ୍କ ପଠପଢ଼ାରେ ସୁବିଧା ପାଇଁ ମାଗଣା ୱାଇଫାଇ ସେବା ଯୋଗାଇବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି ଘୋଷଣା କରାଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ଏଣିକି ରାଜ୍ୟର ସବୁ ସରକାରୀ ବିଶ୍ବବିଦ୍ୟାଳୟରେ ମିଳିବ ମାଗଣା ୱାଇଫାଇ ସେବା । ଛାତ୍ରଛାତ୍ରୀଙ୍କ ପଠପଢ଼ାରେ ସୁବିଧା ପାଇଁ ମାଗଣା ୱାଇଫାଇ ସେବା ଯୋଗାଇବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହି ଘୋଷଣା କରାଯାଇଛି ।

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ କୁଳସଚିବଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଅଧିକାଂଶ ପାଠ୍ୟକ୍ରମ ଅନଲାଇନରେ ଥିବାରୁ ମାଗଣା ୱାଇଫାଇ ବ୍ୟବସ୍ଥା ଛାତ୍ରଛାତ୍ରୀଙ୍କୁ ସୁବିଧା ପ୍ରଧାନ କରିବ। ନିଷ୍ପତ୍ତିକୁ ସେମାନେ ସ୍ବାଗତ କରିବା ସହ ଖୁସି ପ୍ରକାଶ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.