ରାଜ୍ୟ

ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା wifi ସହ ୧ ଜିବି ଡାଟା

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା wifi ଓ 1 GB ଡାଟା । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ମାଗଣା 1 GB ଡାଟା ଯୋଗାଇଦେବା ପାଇଁ ଇଲୋକ୍ଟ୍ରୋନିକ୍ସ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ କାର୍ଯ୍ୟ କରିବ । ସେହିପରି ଛାତ୍ରଛାତ୍ରୀଙ୍କ ପାଇଁ ସ୍ପୋର୍ଟସ ପଲିସି ଓ ଷ୍ଟାର୍ଟ ଅଫ ପଲିସି ରାଜ୍ୟ ସରକାର ଆଣିବେ । ସିଭିଲ ସର୍ଭିସ ପାଇଁ ନୂଆ ମଡେଲରେ ରାଜ୍ୟ ସରକାର କୋଚିଂ ଦେଉଛନ୍ତି । ଏଥିପାଇଁ ପରୀକ୍ଷା କରି ୨ଶହ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି ।

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

2 hours ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

3 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

4 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

4 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

5 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

6 hours ago