ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲରେ ହୋଇଛନ୍ତି ଭର୍ତ୍ତି

କେନ୍ୟୁଜ୍(ବ୍ୟୁରୋ):  ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ। ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା ପାଇଁ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.