ରାଜ୍ୟ

ଲଘୁଚାପ ସକ୍ରିୟ : ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା

ଲଘୁଚାପ ଆଣିବ ବଡ଼ ବର୍ଷା । ରାଜ୍ୟରେ ଆଗକୁ ଆସୁଛି ବଡ଼ ବର୍ଷା । କିଛି ଦିନର ବିରତି ପରେ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହେବ ବର୍ଷା । ଘନଘନ ଲଘୁଚାପ ସୃଷ୍ଟି ପାଇଁ ବଙ୍ଗୋପସାଗରରେ ସ୍ଥିତି ଅନୁକୂଳ ହେଉଛି ।

ଲଘୁଚାପ ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହୋଇ ମାସ ଶେଷ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ପ୍ରଥମ ଲଘୁଚାପ ୧୮ ତାରିଖରେ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ଭଲ ବର୍ଷା କରାଇବ ବୋଲି ପୂର୍ବାନୁମାନ କରାଯାଇଛି । ଏହାଦ୍ୱାରା ଚାଷ କାମ ଆଗେଇବ ।

Niharanjan

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

6 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

8 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

9 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

9 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

9 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

10 hours ago