Below header

ଆସୁଛି ଆଉ ଏକ ଲଘୁଚାପ, ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସୁଛି ଆଉ ଏକ ଲଘୁଚାପ । ପ୍ରବଳ ବର୍ଷିବ । ଆସନ୍ତାକାଲି ପଶ୍ଚିମକେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ୨୫ ତାରିଖରେ ବଙ୍ଗୋପସଗାରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।

ଆସୁଛି ଆଉ ଏକ ଲଘୁଚାପ । ପ୍ରବଳ ବର୍ଷିବ । ଆସନ୍ତାକାଲି ପଶ୍ଚିମକେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ୨୫ ତାରିଖରେ ବଙ୍ଗୋପସଗାରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ମୌସୁମୀ ସକ୍ରିୟ ରହିଥିବା ବେଳେ ଏବେ ୫ ଦିନ ପ୍ରବଳ ବର୍ଷିବ । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.