ରାଜ୍ୟ

ଟ୍ରାଫିକ୍‌ ଚେକିଂ ବେଳେ ରାଜମହଲ ଛକରେ ଉତ୍ତେଜନା, ରଙ୍ଗରୁଟ୍‌ରେ ଆସୁଥିବା ମହିଳାଙ୍କୁ ୫ ହଜାର ଟଙ୍କା ଫାଇନ

ଭୁବନେଶ୍ୱର: ଟ୍ରାଫିକ୍‌ ଚେକିଂ ବେଳେ ଭୁବନେଶ୍ୱର ରାଜମହଲ ଛକରେ ଉତ୍ତେଜନା । ରଙ୍ଗରୁଟ୍‌ରେ ଆସୁଥିବା ଜଣେ ମହିଳାଙ୍କୁ ଧରିଥିଲା ପୋଲିସ । ଏହା ପରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଫାଇନ୍‌ ମାଗିବା ସହ ଗାଡି ସିଜ୍‌ କରାଯିବ ବୋଲି ପୋଲିସ କହିବାରୁ ମହିଳା ଜଣଙ୍କ ପାଟିତୁଣ୍ଡ କରିଥିଲେ । ହେଲେ ମହିଳାଙ୍କ ନାଁରେ ଚାଲାଣ କାଟିଥିଲା ପୋଲିସ । ରଙ୍ଗ ରୁଟ୍‌ରେ ଆସୁଥିବାରୁ ୫ ହଜାର ଟଙ୍କା ଫାଇନ କାଟିଥିଲା ପୋଲିସ ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

4 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

19 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

34 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

44 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

55 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago