ରାଜ୍ୟ

ଏପ୍ରିଲ ମାସରେ ଓଡ଼ିଶାରେ ଜି-୨୦ ସବ୍‌ କମିଟିର ବୈଠକ, ଅଂଶ ଗ୍ରହଣ କରିବେ ୨୦ ଦେଶ

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ଏପ୍ରିଲ ମାସରେ ଓଡ଼ିଶାରେ ଜି-୨୦ ସବ୍‌ କମିଟିର ବୈଠକ। ଶିକ୍ଷା, ଶକ୍ତି ଓ ସଂସ୍କୃତି ସମ୍ପର୍କରେ ଜି-୨୦ ସବ୍‌ କମିଟିର ବୈଠକ ରାଜ୍ୟରେ ହେବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ପୁରୀ, କୋଣାର୍କ ଓ ଭୁବନେଶ୍ୱରରେ ଏହି ତିନି ପ୍ରସଙ୍ଗରେ ବୈଠକ ଅନୁଷ୍ଠିତ ହେବ। ଚଳିତ ବର୍ଷ ଜି୨୦ ସମ୍ମିଳନୀର ଅଧ୍ୟକ୍ଷତା କରିବ ଭାରତ।

ଏଥିରେ ୨୦ ଦେଶ ଅଂଶ ଗ୍ରହଣ କରିବେ। ଏହି ଫୋରମରେ ସମ୍ମିଳିତ ଦେଶଗୁଡିକର ଆର୍ଥିକ ସ୍ଥିରତା, ଜଳବାୟୁ ପରିବର୍ତ୍ତନ, ନିରନ୍ତର ବିକାଶ ଆଦି ପ୍ରସଙ୍ଗରେ ଆଲୋଚନା କରାଯାଉଥିବା ବେଳେ ଓଡ଼ିଶାରେ ସବ୍‌ କମିଟିର ବୈଠକରେ ବିଶେଷତଃ ଶିକ୍ଷା ଓ ଶକ୍ତିର ବିଭିନ୍ନ ଦିଗ ପ୍ରତି ବିଶେଷ ଆଲୋଚନା ହେବ। ଉଚ୍ଚଶିକ୍ଷା କ୍ଷେତ୍ରରେ ଉନ୍ନତ ଗବେଷଣା ବ୍ୟବସ୍ଥା ସର୍ମ୍ମକରେ ଆଲୋଚନା ହେବ।

KNews Bureau

Recent Posts

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

37 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

39 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

45 mins ago

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

1 hour ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

2 hours ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

2 hours ago