Categories: ରାଜ୍ୟ

ଧରାବତରଣ କରିଛନ୍ତି ଧନଲକ୍ଷ୍ମୀ, ସଜେଇ ହୋଇଛି ଢେଙ୍କାନାଳ ଓ କେନ୍ଦ୍ରାପଡା ସହର

କେନ୍ୟୁଜ୍: ଧରାବତରଣ କରିଛନ୍ତି ଧନଲକ୍ଷ୍ମୀ। ଏଥିପାଇଁ ଚଳଚଞ୍ଚଳ ପୁରପଲ୍ଲୀ । ଧନଧାନ୍ୟ ଓ ଐଶ୍ୱର୍ଯ୍ୟର ଦେବୀଙ୍କ ଆବାହନ ପାଇଁ ଉତ୍ସବମୁଖର କେନ୍ଦ୍ରାପଡ଼ା । ସଜେଇ ହୋଇଛି ପୁରା ସହର। ୭୬ଟି ମଣ୍ଡପରେ ପୂଜା ପାଉଛନ୍ତି ମାଆ ଲକ୍ଷ୍ମୀ। ସୁଉଚ୍ଚ ତୋରଣ ସାଙ୍ଗକୁ ଆକଷର୍ଣୀୟ ମେଢ଼ରେ ତୁଳସୀ କ୍ଷେତ୍ର ଝଲସୁଛି।

ସେପଟେ ଲକ୍ଷ୍ମୀପୂଜା ପାଇଁ ଉତ୍ସବ ମୁଖରିତ ଢ଼େଙ୍କାନାଳ ସହର। ଧରାବତରଣ କରିଛନ୍ତି ଧନଲକ୍ଷ୍ମୀ। ସୁଉଚ୍ଚ ଓ ଆକର୍ଷଣୀୟ ତୋରଣ ମୁଖ୍ୟ ଆକର୍ଷଣ ପାଲଟିଛନ୍ତି। ରାତିରେ ଝିଲମିଲ ଆଲୋକମାଳାରେ ସାରା ସହର ଝଲସି ଉଠୁଛି। ୩୮ଟି ପୂଜା ମଣ୍ଡପରେ ପୂଜା ପାଉଛନ୍ତି ଧନଦାତ୍ରୀ। ୨୩ ତାରିଖ ପର୍ଯ୍ୟନ୍ତ ଢ଼େଙ୍କାନାଳରେ ଅନୁଷ୍ଠିତ ହେବ ମାଆ ଲକ୍ଷ୍ମୀଙ୍କ ପୂଜା। ୨୪ ତାରିଖରେ ଭସାଣ ହେବ। ଶ୍ରଦ୍ଧାଳୁମାନେ ମାଆଙ୍କୁ ଦର୍ଶନ କରିବା ସହ ମୀନାବଜାରର ମଜା ନେଉଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago