Below header

ଗଜପତି: ଭିଜିଲାନ୍ସ ଜାଲରେ ରାୟଗଡ ବ୍ଲକର କାର୍ଯ୍ୟରତ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍‌ ଜାରି

ଗଜପତି: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଜପତି ଜିଲ୍ଲା ରାୟଗଡ ବ୍ଲକର କାର୍ଯ୍ୟରତ ଯନ୍ତ୍ରୀ କେ.ନାଗେଶ୍ଵର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢଉ ।

ଭିଜିଲାନ୍ସ ବିଭାଗର ୫ଟି ଟିମ୍‌ ପାରଳାଖେମୁଣ୍ଡି ସ୍ଥିତ ବାସଭବନ, ବ୍ରହ୍ମପୁର ସ୍ଥିତ ବନ୍ଧୁଙ୍କ ଘର, ଆସିକା ସ୍ଥିତ ପୈତୃକ ବାସ ଭବନ, ରାୟଗଡ଼ ଅଫିସ ଓ ଛଅମାଇଲ ଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢଉ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.