ଗଜପତି: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଜପତି ଜିଲ୍ଲା ରାୟଗଡ ବ୍ଲକର କାର୍ଯ୍ୟରତ ଯନ୍ତ୍ରୀ କେ.ନାଗେଶ୍ଵର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢଉ ।
ଭିଜିଲାନ୍ସ ବିଭାଗର ୫ଟି ଟିମ୍ ପାରଳାଖେମୁଣ୍ଡି ସ୍ଥିତ ବାସଭବନ, ବ୍ରହ୍ମପୁର ସ୍ଥିତ ବନ୍ଧୁଙ୍କ ଘର, ଆସିକା ସ୍ଥିତ ପୈତୃକ ବାସ ଭବନ, ରାୟଗଡ଼ ଅଫିସ ଓ ଛଅମାଇଲ ଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢଉ ଜାରି ରହିଛି ।
ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ…
ଝାଡ଼ଖଣ୍ଡର ଧନବାଦରେ ଏକ ମାଛ ବୋଝେଇ ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି । ଏଠାରେ ରାସ୍ତାରେ ଯାଉଥିବା ବେଳେ ଗାଡ଼ିଟି…
ଭୁବନେଶ୍ୱର(କେନ୍ୟୁଜ୍) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…
ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…
ଭୁବନେଶ୍ୱର (କେନ୍ୟୁଜ୍): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…
କାକଟପୁର(କେନ୍ୟୁଜ୍): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…