Categories: ରାଜ୍ୟ

ପାଇପ ଯୋଗେ ପାନୀୟ ଜଳ ଯୋଗାଣ କର୍ମଶାଳା, ଯୋଗ ଦେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ଶେଖାୱତ

ପୁରୀ(କେନ୍ୟୁଜ୍): ଓଡ଼ିଶାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଭାରତର ପୂର୍ବାଞ୍ଚଳରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ ଏକ କର୍ମଶାଳାରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ। ୨୦୨୪ ସୁଦ୍ଧା ଦେଶର ଗ୍ରାମାଞ୍ଚଳର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଏନେଇ ତିନି ଲକ୍ଷ ୬୦ହଜାର କୋଟି ବିନିମୟରେ ଚଉଦ କୋଟି ୬୦ଲକ୍ଷ ପରିବାରକୁ ଏହି ସୁବିଧା ଯୋଗାଇ ଦିଆଯିବ। ପୁରୀରେ ଅନୁଷ୍ଠିତ ଦୁଇଦିନିଆ କର୍ମଶାଳାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଅଧ୍ୟକ୍ଷତା କରିଛନ୍ତି। ରାଜ୍ୟର ବହୁ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ଗ୍ରାମାଞ୍ଚଳ ଜନପ୍ରତିନିଧି ଏବଂ ବିଭିନ୍ନ ଷ୍ଟେକ ହୋଲ୍‌ଡର ଯୋଗଦାନ କରିଛନ୍ତି।

 

KNews Bureau

Recent Posts

ସର୍ଜରୀ ପରେ ସାମ୍ନାକୁ ଆସିଲା ରାକ୍ଷୀଙ୍କ ପ୍ରଥମ ଭିଡିଓ, କଷ୍ଟ ଅନୁଭବ କରୁଥିବାର ଆସିଲେ ନଜର

ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…

32 mins ago

ସମାନ ମାର୍କ ରଖି ଟପ୍ପର ହୋଇଛନ୍ତି ଏହି ଯାଆଁଳା ଭଉଣୀ

ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…

1 hour ago

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

1 hour ago

ମଧ୍ୟପ୍ରଦେଶ : ବୀଭତ୍ସ ହତ୍ୟାକାଣ୍ଡ, ଟାଙ୍ଗିଆରେ ହାଣି ୮ ଜଣଙ୍କୁ ମାରିବା ପରେ ନିଜେ ଆତ୍ମହତ୍ୟା କଲା ଯୁବକ

ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…

2 hours ago

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

2 hours ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

2 hours ago