ଭୁବନେଶ୍ବର(କେନ୍ୟୁଜ୍): ଖାରଜ ହେଲା ଗଞ୍ଜେଇ ଚାଷ ପ୍ରସ୍ତାବ। ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ। ଏହି ପ୍ରସ୍ତାବକୁ ଖାରଜ କରିଛି ଆଇନ ବିଭାଗ। ଗଞ୍ଜେଇ ଚାଷ ନେଇ ଅବକାରୀ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଔଷଧୀୟ ଗୁଣ ଥିବା ଦର୍ଶାଯାଇ ଗଞ୍ଜେଇ ଚାଷକୁ ଅନୁମତି ଦେବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ଆଇନ ବିଭାଗ ପକ୍ଷରୁ ଏହାକୁ ଖାରଜ କରିଦିଆଯାଇଛି। ଏନେଇ ଅବକାରୀ ସଚିବ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…