ଭୁବନେଶ୍ବର: ବିଧାନସଭା ପରିସରରେ ପାଳିତ ହୋଇଯାଇଛି ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଏକ ପ୍ରାର୍ଥୀ ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସାଂସଦ ଅମର ପଟ୍ଟନାୟକ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରମୁଖ ଯୋଗଦେଇ ଗାନ୍ଧୀଙ୍କ ସ୍ମୃୃତିଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନେକ ସ୍ୱାଧୀନତା ସଂଗ୍ରାମୀ ମଧ୍ୟ ସାମିଲ ହୋଇଥିଲେ। ସମସ୍ତେ ମିଶି ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…