ରାଜ୍ୟ

ଆଜି ପବିତ୍ର ଗଣେଶ ଚତୁର୍ଥୀ, କୋଭିଡ୍‌ କଟକଣାରେ ପୂଜା ପାଉଛନ୍ତି ଗଜାନନ

କେ ନ୍ୟୁଜ(ବ୍ୟୁରୋ): ଆଜି ପବିତ୍ର ଗଣେଶ ଚତୁର୍ଥୀ । ପୂଜା ପାଉଛନ୍ତି ବିଘ୍ନ ବିନାଶକ । କୋଭିଡ୍‌ କଟକଣାରେ ପୂଜା କରାଯାଉଛି ଗଜାନନଙ୍କୁ । ଘରେ ଓ ମଣ୍ଡପରେ ପୂଜା ପାଇଛନ୍ତି ବିଘ୍ନ ବିନାଶକ । ଜାକଜମକ ନୁହେଁ ନିରାଡମ୍ବର ଭାବେ ପୂଜା କରାଯାଉଛି । ମଣ୍ଡପ ନିକଟକୁ ଭକ୍ତଙ୍କୁ ବାରଣ କରାଯାଇଛି ।

ଗାଇଡଲାଇନ ମାନି ସହିଦ ନଗର ଉଇନର ଆସୋସିଏସନ୍‌ ତରଫରୁ ପୂଜା କରାଯାଉଛି । ସର୍ବାଧିକ ୨୦ଜଣଙ୍କୁ ନେଇ ଚାଲିିଛି ପୂଜାକାର୍ଯ୍ୟ । ମାସ୍କ ଓ ସାନିଟାଇଜେସନ୍‌ ବାଧ୍ୟତାମୂଳକ ରହିଛି । କରୋନା ପାଇଁ ଗତ ୨ବର୍ଷ ହେବ ଫିକା ପଡିଛି ସମସ୍ତ ପର୍ବପର୍ବାଣୀ ।

KNews Bureau

Recent Posts

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

1 min ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

20 mins ago

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

1 hour ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

2 hours ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

2 hours ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

2 hours ago