Categories: ରାଜ୍ୟ

କଳାହାଣ୍ଡି: ଯୁବତୀ ଗଣଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଡ୍ରାଇଭର ଲଳିନ୍ଦ୍ର ଶବର ଗିରଫ

କଳାହାଣ୍ଡି(କେନ୍ୟୁଜ୍) : ଜାରିଂ ଜଙ୍ଗଲରେ ଯୁବତୀ ଗଣଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଡ୍ରାଇଭର ଲଳିନ୍ଦ୍ର ଶବର ଗିରଫ । ଲଳିନ୍ଦ୍ର ଶବରକୁ ଗିରଫ କରିଛି ଜୁନାଗଡ଼ ପୋଲିସ । ପୀଡ଼ିତାଙ୍କ ସାନି ବୟାନ ଆଧାରରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ପରେ JMFC କୋର୍ଟ ଚାଲାଣ କରିଛି ପୋଲିସ ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

7 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

14 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

30 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

36 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

49 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago