Below header

ବୁର୍ଲା ଭୀମସାରରୁ କଟକ ଏସସିବି ସ୍ଥାନାନ୍ତର ହେଲା ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ

ବୁର୍ଲା ଭୀମସାରରୁ କଟକ ଏସସିବି ସ୍ଥାନାନ୍ତର ହେଲା ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ।

ବୁର୍ଲା ଭୀମସାରରୁ କଟକ ଏସସିବି ସ୍ଥାନାନ୍ତର ହେଲା ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ । ଆଜି ବୁର୍ଲାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଗତ ୧୭ ତାରିଖରେ ବଲାଙ୍ଗିର ଜେଲରୁ ସୁଶାନ୍ତ ଧଳସାମନ୍ତଙ୍କୁ ଅଣାଯାଇଥିଲା ଭୀମସାର । ତାଙ୍କୁ ହାର୍ଟଆଟାକ ସହ ଉଚ୍ଚ ରକ୍ତଚାପର ସମସ୍ୟା ରହିଛି l ଅଧିକ ଚିକିତ୍ସା ପାଇଁ ଆଜି ତାଙ୍କୁ ଭୀମସାରରୁ ଲାଇଫ ସପୋର୍ଟ ସିଷ୍ଟମ ଆମ୍ବୁଲାନ୍ସ ଯୋଗେ କଟକ ଅଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.