Below header

ବୌଦ୍ଧ: ୬୦ ହେକ୍ଟରରୁ ଅଧିକ ଜମିରେ ହୋଇଥିବା ଗଞ୍ଜେଇ ଗଛକୁ କାଟି ପୋଡି ଦେଲା ଅବକାରୀ ବିଭାଗ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଘିଆପଡ଼ା ଅଂଚଳରେ ବ୍ୟାପକ ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ। ୬୦ ହେକ୍ଟରରୁ ଅଧିକ ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ପୋଡି ଦିଆଯାଇଛି।

ତେବେ ଏହି ଘଟଣାରେ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇନାହିଁ। ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚୋରାକାରବାର ନେଇ ବାରମ୍ବାର ଅଭିଯୋଗ ହେଉଛି। ଶେଷରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି ପୋଲିସ ପ୍ରଶାସନ। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.