Below header

ଫୁଲବାଣୀରୁ ରାଇପୁରକୁ ଗଞ୍ଜେଇ ଚାଲାଣ କରୁଥିବା ୪ ଅଭିଯୁକ୍ତଙ୍କୁ ଗିରଫ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର(କେନ୍ୟୁଜ୍): ଗଞ୍ଜେଇ ଚାଲାଣ କରୁଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ବଲାଙ୍ଗିର ପୋଲିସ।  ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲ୍ଲା ପାଇକମାଳର ପିଙ୍କୁ ସାହୁ, ଜଗଦୀଶ ପ୍ରଧାନ, ବଳଭଦ୍ର ବିଶ୍ୱାଳ ଓ ଧୀର ଚରଣ ସାହୁ। ଏମାନେ ଫୁଲବାଣୀରୁ ରାଇପୁରକୁ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଥିଲେ। ଏନେଇ ବଲାଙ୍ଗିର ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.