ରାଜ୍ୟ

କୋରାପୁଟ ପୋଲିସ୍ ଦ୍ଵାରା ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ପିକଅପ ଗାଡି ସହ ୨ ଗିରଫ

କୋରାପୁଟ(କେନ୍ଯୁଜ୍): କୋରାପୁଟ ପୋଲିସକୁ ବଡ ସଫଳତା । ପାଡୁଆ ପୋଲିସ ଦ୍ଵାରା ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ରାଇସିଂ ଗ୍ରାମ ନିକଟରୁ ପିକଅପ ଗାଡି ସହ ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଆନ୍ଧ୍ରକୁ ଚାଲାଣ କରାଯାଉଥିବା ବେଳେ ପୋଲିସ ହାତରେ ଧରାପଡିଥିଲା । ଗିରଫ ୨ଜଣକ ଘର ପଟାଙ୍ଗି ଥାନା ଅଂଚଳରେ ।

କୋଣ୍ଡା ଡୁସା ବାରିକଙ୍କ ଘର ପଟାଙ୍ଗି ଥାନା ପଣ୍ଡେଇ ଗ୍ରାମର ହୋଇଥିବାବେଳ ସୁଦାମ ଖିଲର ଘର ପଟାଙ୍ଗି ଥାନା ଗାଁଗରାଜପୁରର ବୋଲି
ନନ୍ଦପୁର ଏସଡିପିଓ ସଂଜୟ ମହାପାତ୍ର ସୂଚନା ଦେଇଛନ୍ତି । ରାଇସିଂ ଗ୍ରାମଦେଇ ଆନ୍ଧ୍ରକୁ ଚାଲାଣ କରାଯାଉଥିବାବେଳେ ପୋଲିସ ଧରିବାରେ ସଫଳ ହୋଇଛି । ତେବେ କାହା ଠାରୁ ଗଞ୍ଜେଇ କିଣିଥିଲେ କାହାକୁ ଦେବାକୁ ନେଉଥିଲେ ସେ ସମ୍ପର୍କରେ ତଦନ୍ତ ଜାରି ରହିଛି ବୋଲି ପୋଲିସ କହିଛି ।

 

 

 

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

23 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

25 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago