ଗଞ୍ଜାମ(କେନ୍ୟୁଜ୍): ଭିଜିଲାନ୍ସ ପଞ୍ଛାରେ ସରପଞ୍ଚ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଆଙ୍କରୋଡା ଗାଁର ସରପଞ୍ଚ ଉଷାନ୍ତ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ। ପଞ୍ଚାୟତ ଅଫିସ ସହ ୬ଟି ସ୍ଥାନରେ ଚଢାଉ କରାଯାଇଛି। ଭୁବନେଶ୍ୱର, ଦିଗପହଣ୍ଡି, ନବରଙ୍ଗପୁର ଓ ତାଙ୍କ ପୈତୃକ ଗାଁକୁ ମିଶାଇ ମୋଟ ୪ଟି ସ୍ଥାନରେ ଘର ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ଉଷାନ୍ତଙ୍କ ନାଁରେ ଅଭିଯୋଗ ହୋଇଥିବା ବ୍ରହ୍ମପୁର ଭିଜିଲାନ୍ସ ଏସ୍ପି ମାୟାଧର ସ୍ୱାଇଁ ସୂଚନା ଦେଇଛନ୍ତି। ବର୍ତ୍ତମାନ ରେଡ୍ ଚାଲିଥିବାରୁ ସମ୍ପତ୍ତି ମୂଲ୍ୟ ଆକଳନ କରାଯାଇନାହିଁ।
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…
ଭୁବନେଶ୍ୱର(କେନ୍ୟୁଜ୍): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…
ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…