ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା

ଗଞ୍ଜାମ(କେନ୍ୟୁଜ୍) : ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି କରାଯାଇଛି । ତେବେ ଶିକ୍ଷକମାନଙ୍କୁ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।