ଗଞ୍ଜାମ ଜଗନ୍ନାଥପ୍ରସାଦ ଡବଲ ମର୍ଡର ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ୍

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଡବଲ ମର୍ଡର ଘଟଣା । ୨ ଅଭିଯୁକ୍ତଙ୍କୁ ଗିରଫ କଲା ଜଗନ୍ନାଥପ୍ରସାଦ ଥାନା ପୋଲିସ । ଗତ ୨୩ ତାରିଖ ରାତିରେ ହତ୍ୟାକାଣ୍ଡ ଘଟାଇବା ପରେ ଫେରାର ଥିଲେ ଅଭିୟୁକ୍ତ ।

ଜଗନ୍ନାଥପ୍ରସାଦ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ଅଭିଯୁକ୍ତଙ୍କୁ ଗିରଫ କରିଛି । ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସଡିପିଓ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.