ରାଜ୍ୟ

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନିତା ସେଠୀଙ୍କ ପରଲୋକ

ବ୍ରହ୍ମପୁର (କେନ୍ୟୁଜ): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନିତା ସେଠୀଙ୍କ ଆଜି ଆକସ୍ମିକ ବିୟୋଗ ଘଟିଛି।  ସୁନିତା ବିଜେଡି ସମର୍ଥିତ ବ୍ଲକ ଅଧ୍ୟକ୍ଷା ରୂପେ ନିର୍ବାଚିତ ହୋଇଥିଲେ। ଜଣେ ଉଚ୍ଚ ଶିକ୍ଷିତା ମହିଳା ସୁନିତା ଗୋକର୍ଣ୍ଣପୁର ପଂଚାୟତ ସମିତି ସଭ୍ୟା ରୂପେ ନିର୍ବାଚିତ ହୋଇଥିଲେ।

ସେ କିଛି ଦିନ ହେଲା କୌଣସି ଏକ ରୋଗରେ ପୀଡିତ ହୋଇ ଚିକିତ୍ସା ହେଉଥିଲେ l ଚିକିତ୍ସା ହୋଇ ଘରକୁ ଫେରିଥିଲେ। ଆଜି ହଠାତ ଅସୁସ୍ଥ ହେବା ପରେ ଦିଗପହଣ୍ଡି ମେଡିକାଲକୁ ନିଆଯାଇଥିଲା ଡାକ୍ତର ମୃତ ଘୋଷଣା କରିଥିଲେ । ସୁନିତା ଙ୍କ ମୃତ୍ୟୁ ଖବର ପାଇ ବିଜୁ ଜନତା ଦଳର ଶତାଧିକ ସମର୍ଥକଙ୍କ ସମେତ ବହୁ ବ୍ୟକ୍ତି ଗୋକର୍ଣ୍ଣପୁର ବାସ ଭବନରେ ପହଞ୍ଚି ତାଙ୍କ ପରିବାର କୁ ସମବେଦନା ଜଣାଇଥିଲେ। ଜଣେ ଭଲ ବ୍ୟବହାର ପାଇଁ ସୁନିତା ଏହି ଅଞ୍ଚଳ ରେ ବେଶ ପ୍ରଂଶସିତ ହୋଇଥିଲେ ।

Barsha

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

20 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

51 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

54 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

57 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago