Below header

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ,ପିଆଜ ବୋଝେଇ ଟ୍ରକରେ ନୀଳ ଜହର

ମାଲାକାନଗିରି (କେନ୍ୟୁଜ୍) : ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ । ପିଆଜ ବୋଝେଇ ଟ୍ରକରେ ନୀଳ ଜହର । ମାଲାକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ର ରାୟପୁରକୁ ଏକ ଟ୍ରକରେ ୮ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା । ମୁଦୁଲିପଡ଼ା ଥାନା ପୋଲିସ ଏହି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.