ବାଲେଶ୍ୱର : ଶିଲିଣ୍ଡର ଫାଟି ଶିଶୁ ମୃତ, ୪ ଗୁରୁତର

ବାଲେଶ୍ୱର ବଳରାମଗଡି ଗାଁରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଏଠାରେ ଗ୍ୟାସ୍‌ ସିଲିଣ୍ଡର ଫାଟିବା ଯୋଗୁ ଜଣେ ଶିଶୁର ମୃତ୍ୟୁ ହୋଇଛି । ଅନ୍ୟ ୪ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

କେନ୍ୟୁଜ୍‌(ବ୍ୟୁରୋ) : ବାଲେଶ୍ୱର ବଳରାମଗଡି ଗାଁରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଏଠାରେ ଗ୍ୟାସ୍‌ ସିଲିଣ୍ଡର ଫାଟିବା ଯୋଗୁ ଜଣେ ଶିଶୁର ମୃତ୍ୟୁ ହୋଇଛି । ଅନ୍ୟ ୪ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.