ଚାନ୍ଦବାଲି: ଚାନ୍ଦବାଲି ବ୍ଲକ ଧାମରା କରଂଜମାଳ ପଂଚାୟତ ନରେନ୍ଦ୍ରପୁର ଗାଁରେ ଗ୍ୟାସ ଟାଙ୍କି ଫାଟି ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଗାଁର ନଟ ମାଝୀ, କଟ ମାଝୀ ଓ ମାଢି ମାଝୀଙ୍କ ୫ବଖରା ଘର ପୋଡି ପାଉଁଶ ହୋଇ ଯାଇଛି। ନିଆଁ ଲିଭାଇବାକୁ ଗ୍ରାମବାସୀ ଉଦ୍ୟମ କରିଥିଲେ ମଧ୍ଯ ନିଆଁକୁ ଆୟତ କରି ପାରିନଥିଲେ।
ଯାହାଫଳରେ ଘରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ସହତ ଧାନ,ଚାଉଳ ପୋଡି ନଷ୍ଟ ହୋଇଯାଇଛି। ଏନେଇ ଧାମରା ଅଗ୍ନିଶମ କେନ୍ଦ୍ରକୁ ଜଣାଇଥିଲେ ମଧ୍ଯ ସଠିକ ସମୟରେ ଅଗ୍ନିଶମ ଗାଡି ପହଁଚି ପାରି ନଥିବାରୁ ନିଆଁର ଆଁ ରେ ସବୁ କିଛି ପୋଡି ଛାରଖାର ହୋଇଯାଇଥିଲା ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…