ରାଜ୍ୟ

କଂଗ୍ରେସର ପ୍ରାଥମିକତା ସଦସ୍ୟରୁ ଇସ୍ତଫା ଦେଲେ ଟାଣୁଆ ଆଦିବାସୀ ନେତା ଜର୍ଜ ତିର୍କୀ

କେନ୍ୟୁଜ୍(ବ୍ୟୁରୋ): କଂଗ୍ରେସର ପ୍ରାଥମିକତା ସଦସ୍ୟରୁ ଇସ୍ତଫା ଦେଲେ ଜର୍ଜ ତିର୍କୀ । ନିଜ ଇସ୍ତଫା ପତ୍ର ପିସିସି ନିକଟକୁ ପଠାଇଛନ୍ତି । ଇସ୍ତଫା ଦେବା ସହ ଦିନକୁ ଦିନ କଂଗ୍ରେସ ଅସ୍ତିତ୍ୱ ହରାଉଛି । ଦଳର କୌଣସି ଭବିଷ୍ୟତ ନ ଥିବାରୁ କଂଗ୍ରେସ ଛାଡୁଥିବା ଉଲ୍ଲେଖ କରିଛନ୍ତି ଜର୍ଜ ତିର୍କୀ । ଏବେ କୌଣସି ରାଜନୈତିକ ଦଳରେ ଯୋଗ ନଦେଇ ସ୍ୱାଧୀନ ଭାବେ ଜିଲ୍ଲାର ବିଭିନ୍ନ ଦାବି ଉପରେ ସ୍ୱର ଉତ୍ତୋଳନ କରିବେ ବୋଲି କହିଛନ୍ତି । ବୀରମିତ୍ରପୁର ଆସନରୁ ୪ ଥର ବିଧାୟକ ହୋଇଥିଲେ ଜର୍ଜ ତିର୍କୀ ।

ଜେଏମ୍‌ଏମ୍‌ରୁ ୧୯୯୫ ଏବଂ ୨୦୦୦ରେ ବିଧାୟକ ହୋଇଥିଲେ । ୨୦୦୨ରେ ଜେଏମଏମ ଛାଡି ବିଜେଡିରେ ମିଶିଥିଲେ । ୨୦୦୪ରେ ବିଜେଡି ଛାଡିଥିଲେ । ୨୦୦୯ରେ ବିଧାନସଭା ନିର୍ବାଚନରେ ସ୍ୱାଧୀନ ଭାବେ ଲଢ଼ି ବିଧାୟକ ହୋଇଥିଲେ । ପରେ ୨୦୧୪ରେ ସମତା କ୍ରାନ୍ତି ଦଳ ନାଁରେ ନିଜସ୍ୱ ଦଳ ଗଠନ କରି ବୀରମିତ୍ରପିର ଆସନରୁ ଜିତିଥିଲେ । ୨୦୧୮ରେ କଂଗ୍ରେସରେ ଯୋଗ ଦେଇଥିଲେ । ୨୦୧୯ରେ ସୁନ୍ଦରଗଡ଼ ଲୋକସଭା ଆସନରୁ ଜର୍ଜ ପରାଜିତ ହୋଇଥିଲେ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

8 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

16 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

32 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago