ଆଜିଠୁ ଆରମ୍ଭ ମା ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ବାସିନୀ

ଘଟଗାଁ(କେନ୍ୟୁଜ୍): ଆଜିଠୁ ଆରମ୍ଭ ହୋଇଛି ଘଟଗାଁ ମା ତାରିଣୀଙ୍କ ଚଇତି ପର୍ବ । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମାଆଙ୍କ ଚଇତି ପର୍ବ ଚାଲିବ । ଆଜି ସକାଳୁ ମାଆଙ୍କ ମାର୍ଜଣା, ମଙ୍ଗଳ ଆଳତୀ, ଷୋଡଶ ଉପଚାରରେ ପୂଜା ସହ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା । ଏହାସହ ଆଜି ମାଆଙ୍କୁ ସୁନାବେଶ କରାଯାଇଛି। ଶାନ୍ତିଶୃଙ୍ଖଳାର ସହ ଯାଇ ଦର୍ଶନ କରୁଛନ୍ତି ଭକ୍ତ ।

Leave A Reply

Your email address will not be published.