Categories: ରାଜ୍ୟ

ଉଦ୍ଧତ ପ୍ରେମିକର ଉନ୍ମତ୍ତକାଣ୍ଡ, ସେଲଫିକୁ ପ୍ରତିବାଦ କରିବାରୁ ଯୁବତୀଙ୍କୁ ନିସ୍ତୁକ ମାଡ଼

ବାଲିଗୁଡ଼ା (କେନ୍ୟୁଜ୍) : ଉଦ୍ଧତ ପାଗଳ ପ୍ରେମିକର ଉନ୍ମତ୍ତକାଣ୍ଡ। ଯୁବତୀଙ୍କ ଅଜାଣତରେ ସେଲଫି ନେଇ ପ୍ରତିବାଦ ହେବା ପରେ ବିଚ ରାସ୍ତାରେ ଯୁବକଙ୍କ ନିସ୍ତୁକ ମାଡ଼। ପରେ ଯୁବକଙ୍କ ପରିବାର ଲୋକ ମଧ୍ୟ ଯୁବତୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲିଗୁଡ଼ାର କେ. ବଲାଙ୍ଗ ଥାନା ଅଞ୍ଚଳରେ। କୁଡୁପାକିଆ ଗାଁର ଜଣେ ଯୁବତୀ ହାଟପଦା ସାହି ବଜାର ଆସିଥିବା ବେଳେ ବ୍ରହ୍ମା ନାୟକ ନାମକ ଯୁବକ ତାଙ୍କ ଅଜାଣତରେ ସେଲଫି ଉଠାଇଥିଲେ।

ଏହା ଜାଣିବା ପରେ ଯୁବତୀ ଜଣକ ପ୍ରତିବାଦ କରିବାରୁ ଯୁବକ ଜଣକ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପରେ ଯୁବକଙ୍କ ପରିବାର ଲୋକ ମଧ୍ୟ ମାଡ଼ ମାରିଥିଲେ। ଘଟଣା ପରେ କିଛି ମହିଳା ଯୁବତୀଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲିଗୁଡ଼ା ପୋଲିସ ଅଭିଯୁକ୍ତ ଯୁବକ ଓ ତାଙ୍କ ମାଙ୍କୁ ଗିରଫ କରିଛି।

KNews Bureau

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

8 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

33 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

37 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

40 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

45 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

57 mins ago