ପୁରୀ : ପୁରୀ ସଦର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗ। ଗତ ୨୯ ତାରିଖରୁ ତାଙ୍କର କୌଣସି ପତ୍ତା ମିଳୁ ନାହିଁ। ପରିବାର ଲୋକ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିଥିଲେ ବି କୌଣସି ପଦକ୍ଷେପ ନେଉ ନଥିବାରୁ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେପଟେ ଅପହରଣ ପଛରେ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ହାତ ଥିବା ସନ୍ଦେହ କରୁଛନ୍ତି ପରିବାର ଲୋକ। ନାବାଳିକା ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ। ହଷ୍ଟେଲରେ ସୁରକ୍ଷାକର୍ମୀ ନଥିବା ବେଳେ ପରିଚାଳକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ପରିବାର ଲୋକ।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…