ପିଇଟି ସାରଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ଛାତ୍ରୀ

ବନମାଳିପୁର(କେନ୍ଯୁଜ୍) : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ପିଇଟି ସାରଙ୍କ ନାଁରେ ଅଭିଯୋଗ ଆଣିଲେ ଛାତ୍ରୀ । ଏହାକୁ କେନ୍ଦ୍ର କରି ଖୋର୍ଦ୍ଧା ଜିଲ୍ଲା ବନମାଳିପୁର ସରକାରୀ ହାଇସ୍କୁଲରେ ଉତ୍ତେଜନା ଦେଖାଦେଇଛି । ସଂପୃକ୍ତ ଶିକ୍ଷକଙ୍କୁ ନିର୍ଧୁମ ପିଟିଛନ୍ତି ଉତ୍ୟକ୍ତ ଲୋକେ । ସ୍କୁଲ ପରିସରରେ ପ୍ରବଳ ଉତ୍ତେଜନା ଦେଖାଦେଇଛି । ଖବର ପାଇଁ ବାଲିପାଟଣା ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.