କନ୍ଧମାଳରେ ଲଜ୍ଜା, ଅପହରଣ ପରେ ନାବାଳିକାଙ୍କୁ ଦୁଷ୍କର୍ମ

କନ୍ଧମାଳ(କେନ୍ଯୁଜ୍) : କନ୍ଧମାଳ ଜିଲ୍ଲାରେ ପୁଣି ଲଜ୍ଜା । ଅପହରଣ ପରେ ନାବାଳିକାଙ୍କୁ ଦୁଷ୍କର୍ମ। ତିନି ଦିନ ଧରି ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ଦାରିଙ୍ଗିବାଡ଼ି ଥାନାରେ ଅଭିଯୋଗ ପରେ ତନାଘନା ଆରମ୍ଭ କରିଛି ପୋଲିସ । ଅଭିଯୁକ୍ତ ବାଲିଗୁଡ଼ା ଥାନା ଅନ୍ତର୍ଗତ ପାରିଗଡ଼ର ପପୁନା ମଲ୍ଲିକକୁ ଗିରଫ କରାଯାଇଛି । ଗତ ୩୧ ତାରିଖ ସନ୍ଧ୍ୟାରେ ପପୁନା ପୀଡ଼ିତାଙ୍କୁ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି।

Leave A Reply

Your email address will not be published.